The Ultimate Managed Hosting Platform
ADVERTISEMENT

ମୋଦିଙ୍କ ଜନ୍ମ ଦିନରେ ବଣ୍ଟାଯିବ ୫୦ ହଜାର ଘର

Facebook
Twitter
LinkedIn

ଭୁବନେଶ୍ୱର :ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମ ଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର । ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ । ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ । ପୂର୍ବରୁ ୧ ଲକ୍ଷରୁ ଉଦ୍ଧ୍ୱର୍ ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରାଯାଇଛି । ନଭେମ୍ବରରେ ଦିଆଯିବ ପିଏମ ଆବାସର କାର୍ଯ୍ୟାଦେଶ । ନୂଆ ପିଏମ ଆବାସ ସର୍ଭେରେ ଆବେଦନ କରିଥିଲେ ୩୫ ଲକ୍ଷ ହିତାଧିକାରୀ । ନଭେମ୍ବର ସୁଦ୍ଧା ସମସ୍ତ ପ୍ରକ୍ରିୟା ସରିବ , କାର୍ଯ୍ୟାଦେଶ ପ୍ରକ୍ରିୟା ଆରମ୍ଭ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login