The Ultimate Managed Hosting Platform
ADVERTISEMENT

ମୟୁରଭଞ୍ଜ ଦୁର୍ଘଟଣା : ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ସହାୟତା ଓ ଆହତଙ୍କୁ ଉତ୍ତମ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Facebook
Twitter
LinkedIn

ଭୁବନେଶ୍ୱର : ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login