ଧର୍ମଶାଳା : ମେଡିକାଲରେ ପହଁଚି ସ୍ଥିତି ଅନୁଧ୍ୟାନ କଲେ ଓଡ଼ିଶା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ଏବଂ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ। ଯାଜପୁରରେ ଅଣାୟତ ହେଲାଣି ଝାଡ଼ା ବାନ୍ତି ଘଟଣା। ଗତକାଲି ଆଉ ଆଜି ମଧ୍ୟରେ ଧର୍ମଶାଳା ମେଡିକାଲ ରେ ୫୦୦ ରୁ ଉର୍ଦ୍ଧ୍ ରୋଗୀ ଭର୍ତ୍ତି ହେଲେଣି। ଧର୍ମଶାଳାର ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି ଆକ୍ରାନ୍ତରେ ରୋଗୀ ମେଡିକାଲରେ ଚିକିତ୍ସିତ ମଧ୍ୟ ହେଉଛନ୍ତି। ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। କିଛି ରୋଗୀ ସୁସ୍ଥ ହୋଇ ଫେରୁଛନ୍ତି।ତେବେ ରୋଗୀଙ୍କ ସଂଖ୍ୟା ବଢିବା ଆଶଙ୍କାରେ ମେଡିକାଲ ରେ ଅଧିକ ସଂଖ୍ୟାରେ ବେଡ ବ୍ୟବସ୍ଥା କରାଯାଇ ଥିବାବେଳେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରୋଗୀ ଙ୍କ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ବିଭିନ୍ନ ଅଞ୍ଚଳ ରେ ମେଡିକାଲ ଟିମ୍ ପହଞ୍ଚି ସ୍ଥିତି ଉପରେ ନଜର ରଖିଛନ୍ତି। ଗତକାଲି ଠାରୁ ୨୦୦ ରୁ ଉର୍ଦ୍ଧ ରୋଗୀ ମେଡିକାଲ ରେ ଚିକିତ୍ସିତ ହୋଇଛନ୍ତି ।କାହିଁକି ଝାଡ଼ା ବାନ୍ତି ବ୍ୟାପୁଛି ତାକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଦାରଖ ମଧ୍ୟ କରାଯାଉଛି।
ଯାଜପୁର ଝାଡ଼ାବାନ୍ତି ଘଟଣା : ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ହିମାଂଶୁ ଶେଖର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











