The Ultimate Managed Hosting Platform
ADVERTISEMENT

ଯୁବତୀଙ୍କ କ୍ଷତାକ୍ତ ମୃତଦେହ , ହତ୍ୟା କରିଥିବା ସନ୍ଦେହ

Facebook
Twitter
LinkedIn

ବରଗଡ଼ : ଯୁବତୀଙ୍କ କ୍ଷତାକ୍ତ ମୃତଦେହ ଠାବ । ବରଗଡ଼ ନଦୀପଠାରୁ ଯୁବତୀଙ୍କ କ୍ଷତାକ୍ତ ମୃତଦେହ ଠାବ । ବରଗଡ଼ ଜିଲ୍ଲା ଭଟଲି ଥାନା ଅନ୍ତର୍ଗତ ଭଡ଼ିଗାଁ ଜୀରା ବ୍ରିଜ୍ ତଳେ ନଦୀ ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତାକ୍ତ ମୃତଦେହ। ଜୀରା ବ୍ରିଜ ଉପରେ ରକ୍ତ ଏବଂ ଏକ ଧାରୁଆ ଅସ୍ତ୍ର ପଡ଼ି ଥିବାରୁ ତାଙ୍କୁ ହତ୍ୟା କରି ତଳକୁ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି । ଘଟଣା ସ୍ଥଳରେ ଭଟଲି ପୋଲିସ ପହଞ୍ଚି ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login