The Ultimate Managed Hosting Platform
ADVERTISEMENT

ଯୁବତୀଙ୍କ କ୍ଷତାକ୍ତ ମୃତଦେହ , ହତ୍ୟା କରିଥିବା ସନ୍ଦେହ

Facebook
Twitter
LinkedIn

ବରଗଡ଼ : ଯୁବତୀଙ୍କ କ୍ଷତାକ୍ତ ମୃତଦେହ ଠାବ । ବରଗଡ଼ ନଦୀପଠାରୁ ଯୁବତୀଙ୍କ କ୍ଷତାକ୍ତ ମୃତଦେହ ଠାବ । ବରଗଡ଼ ଜିଲ୍ଲା ଭଟଲି ଥାନା ଅନ୍ତର୍ଗତ ଭଡ଼ିଗାଁ ଜୀରା ବ୍ରିଜ୍ ତଳେ ନଦୀ ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତାକ୍ତ ମୃତଦେହ। ଜୀରା ବ୍ରିଜ ଉପରେ ରକ୍ତ ଏବଂ ଏକ ଧାରୁଆ ଅସ୍ତ୍ର ପଡ଼ି ଥିବାରୁ ତାଙ୍କୁ ହତ୍ୟା କରି ତଳକୁ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି । ଘଟଣା ସ୍ଥଳରେ ଭଟଲି ପୋଲିସ ପହଞ୍ଚି ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login