The Ultimate Managed Hosting Platform
ADVERTISEMENT

ରଜ ଉପଲକ୍ଷେ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

Facebook
Twitter
LinkedIn

ଭୁବନେଶ୍ବର: ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ବାର୍ତ୍ତାରେ ଲେଖିଛନ୍ତି, କୃଷିଭିତ୍ତିକ ପର୍ବ ରଜ ଉପଲକ୍ଷେ ପ୍ରିୟ ଦେଶବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି । ଦୋଳି, ପିଠା ଓ ଖେଳକୁଦର ଆସର ସାଙ୍ଗକୁ ଓଡ଼ିଶାର ପୁରପଲ୍ଲୀରେ ତିନି ଦିନ ବ୍ୟାପି ପାଳିତ ହେଉଅଛି ଏହି ପର୍ବ । ରଜ ଅବସରରେ ମୁଁ ରାଜ୍ୟ ତଥା ଦେଶବାସୀଙ୍କର ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଅଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login