The Ultimate Managed Hosting Platform
ADVERTISEMENT

ରଥଯାତ୍ରା ପାଇଁ ପ୍ରଥମ ବୈଠକ

Facebook
Twitter
LinkedIn

ପୁରୀ : ରଥ ଯାତ୍ରା ପାଇଁ ଆଜି ବସିଛି ପ୍ରଥମ ବୈଠକ । ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ବସିଛି । ବୈଠକରେ ଅକ୍ଷୟ ତୃତୀୟାଠାରୁ ନୀଳାଦ୍ରି ବିଜେ ପର୍ୟ୍ୟନ୍ତ ନୀତି, ରଥକାଠ, ତୀର୍ଥ ପୁଷ୍କରିଣୀ ସଫେଇ, ରଥ ନିର୍ମାଣ, ସ୍ବାସ୍ଥ୍ୟ ଓ ପରିମଳ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍, ପରିବହନ ଓ ରେଳସେବା, ଡ୍ରେନେଜ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହେଉଛି। ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ସବୁ ବିଭାଗ କିଭଳି ପ୍ରସ୍ତୁତି କରିଛନ୍ତି ଓ ଟାର୍ଗେଟ ସମୟ ମଧ୍ୟରେ କାର୍ୟ୍ୟ କିଭଳି ଠିକ୍ ଭାବେ ସମ୍ପାଦନ କରିବେ, ସେ ସମ୍ପର୍କରେ ଆଲୋଚନା କରାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login