ଭୁବନେଶ୍ୱର : ଆମ ରାଜ୍ୟର ସବୁଠାରୁ ପବିତ୍ର ପର୍ବ ସମୟରେ ଘଟଣାକୁ ନେଇ ଗଭୀର ଚିନ୍ତିତ । ଗତ ବର୍ଷର ଆଡପ ବିଜେ ପହଣ୍ଡି ସମୟର ଅଘଟଣ ଭୁଲିଯିବା କଷ୍ଟକର । କାଲି ସନ୍ଧ୍ୟା ୭ ଟା ୪୫ ମିନିଟ ପର୍ଯ୍ୟନ୍ତ ସିଂହଦ୍ୱାର ନନ୍ଦିଘୋଷ ଠିଆ ହୋଇଥିବାର ଦେଖିଲୁ । ଦିନ ଶେଷ ହେବା ପୂର୍ବରୁ କେବଳ କିଛି ମିଟର ଆଗକୁ ବଢିଥିଲା । ବିଶ୍ୱରୁ ଆସିଥିବା ଲକ୍ଷ ଲକ୍ଷ ଭକ୍ତଙ୍କୁ ସମ୍ପୂର୍ଣ୍ଣ ଭାବରେ ହତାଶ, ଭ୍ରମିତ କରିଛି । ଦୁର୍ବଳ ଭିଡ ପରିଚାଳନା ଯୋଗୁ ଶହ ଶହ ଭକ୍ତ ମଧ୍ୟ ଆହତ ହୋଇଛନ୍ତି । ଗତ ବର୍ଷ ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ପଡ଼ି ଯାଇଥିଲେ । ଏହା ଅଗଣିତ ଭକ୍ତଙ୍କୁ ଆଘାତ ଦେଇଥିଲା । ଯାହାକୁ ଭୁଲିବା କଷ୍ଟକର । ଏବର୍ଷ, ଆମେ ଦେଖିଲୁ ନନ୍ଦିଘୋଷ ରଥ ସିଂହଦ୍ୱାର ନିକଟରେ ସନ୍ଧ୍ୟା ୭ଟା ୪୫ ପର୍ୟ୍ୟନ୍ତ ଅଟକି ରହିଥିଲା । ଦିନ ଶେଷ ହେବା ପୂର୍ବରୁ ମାତ୍ର କିଛି ମିଟର ଆଗକୁ ଗତି କରିଥିଲା । ବିଶ୍ୱର ବିଭିନ୍ନ ପ୍ରାନ୍ତରୁ ଏହି ଅନନ୍ୟ ଉତ୍ସବ ଦେଖିବାକୁ ଆସିଥିବା ଲକ୍ଷ ଲକ୍ଷ ଭକ୍ତଙ୍କୁ ଏହା ସମ୍ପୂର୍ଣ୍ଣ ଭାବେ ହତାଶ ଓ ନିରାଶ କରିଛି । ଖରାପ ଭିଡ଼ ନିୟନ୍ତ୍ରଣ ହେତୁ ଶତାଧିକ ଭକ୍ତ ମଧ୍ୟ ଆହତ ହୋଇଛନ୍ତି । ଆମେ କେବଳ ପ୍ରାର୍ଥନା କରୁଛୁ । ଏହି ବର୍ଷ ଏହି ଦିବ୍ୟ ଉତ୍ସବରେ ଭୟଙ୍କର ଅବ୍ୟବସ୍ଥା ପାଇଁ ଦାୟୀ ସମସ୍ତଙ୍କୁ ମହାପ୍ରଭୁ ଜଗନ୍ନାଥ କ୍ଷମା କରନ୍ତୁ ।
ରଥଯାତ୍ରା ବିଭ୍ରାଟ ; ନବୀନଙ୍କ ଉଦବେଗ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











