ଭୁବନେଶ୍ୱର : ରବିବାର ଓଡିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି । କଟକ ସହିଦ ଭବନରେ ହେବାକୁ ଥିବା ଆଲୋଚନାଚକ୍ରରେ ଯୋଗ ଦେବେ । ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜନ ହେବ ଆଲୋଚନା ଚକ୍ର ।
Views: 60











