The Ultimate Managed Hosting Platform
ADVERTISEMENT

ରମାଦେବୀ ଜୁନିୟର କଲେଜରେ ଜଣେ ଛାତ୍ରୀଙ୍କୁ ରାଗିଂ ଅଭିଯୋଗ

Facebook
Twitter
LinkedIn

ଭୁବନେଶ୍ୱର : ରମାଦେବୀ ଜୁନିୟର କଲେଜରେ ଜଣେ ଛାତ୍ରୀଙ୍କୁ ରାଗିଂ ଅଭିଯୋଗ । ଅଭିଯୋଗ ଆଣିଛନ୍ତି କଲେଜର ଜଣେ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀ । ରାଗିଂ ନେଇ ଛାତ୍ରୀ ପ୍ରଥମେ କଲେଜ କର୍ତ୍ତୁପକ୍ଷଙ୍କୁ ଜଣାଇଥିଲେ । କୈାଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ଗଣଶିକ୍ଷା ବିଭାଗକୁ ଜଣାଇଥିଲେ । ଅଭିଯୋଗ ପରେ ଘଟଣାର ତଦନ୍ତ ନିଦେ୍ର୍ଦଶ ଦେଇଛି ଗଣଶିକ୍ଷା ବିଭାଗ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିଦେ୍ର୍ଦଶକଙ୍କୁ ଘଟଣାର ତଦନ୍ତ ଲାଗି ନିଦେ୍ର୍ଦଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଷ୍ଟିଅରିଂ ଛାଡ ଆନ୍ଦୋଳନ ଜାରି,ପରିବହନ ଠପ

ଡ୍ରାଇଭର ଆନେ୍ଦାଳନ ନାଁରେ ନ୍ୟସ୍ତ ସ୍ୱାର୍ଥ ଗୋଷ୍ଠୀ

ଭୁବନେଶ୍ୱର : ଡ୍ରାଇଭର ଭାଇମାନଙ୍କୁ ଆନେ୍ଦାଳନରୁ ଓହରିବାକୁ ପରିବହନ ମନ୍ତ୍ରୀଙ୍କ ଅନୁରୋଧ । ସରକାର ଆପଣଙ୍କ ସମସ୍ତ ଦାବିକୁ ଶୁଣିଛନ୍ତି । ସବୁ ଦାବିର ସମାଧାନ ହେବ...

ADVERTISEMENT

Login