ଭୁବନେଶ୍ୱର : ରାଜଧାନୀରେ ଅଙ୍ଗନବାଡି କର୍ମୀଙ୍କ ଗଣଧାରଣା । ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଏକାଠି ହୋଇଛନ୍ତି ହଜାର ହଜାର ଅଙ୍ଗନବାଡି କର୍ମୀ ଓ ସହାୟକା । ନିର୍ବାଚନ ପୂର୍ବରୁ ସରକାର ଦେଇଥିବା ପ୍ରତିଶ୍ରୁତି ଲାଗୁ କରିବା ପାଇଁ ଦାବି କରି ଆନେ୍ଦାଳନକୁ ଓହ୍ଲାଇଛନ୍ତି । ଏହା ସହ ହଟ୍ କୁକ୍ ମିଲ୍ ପାଇଁ ମୁଣ୍ଡ ପିଛା ୭ଟାଙ୍କା ୨୦ ପଇସା ସର୍ବମୋଟ ମିଳୁଥିବା ବେଳେ ଏହାର ବୃଦ୍ଧି ପାଇଁ ଦାବି କରାଯାଇଛି ।
Views: 37