The Ultimate Managed Hosting Platform
ADVERTISEMENT

ରାଜା ଚକ୍ରଙ୍କୁ ୧୫ ଦିନିଆ ଅନ୍ତରୀଣ ଜାମିନ

Facebook
Twitter
LinkedIn

କେନ୍ଦୁଝର : ବିଜେଡି ନେତା ରାଜା ଚକ୍ରଙ୍କୁ ମିଳିଲା ଅନ୍ତରୀଣ ଜାମିନ । ସଦର ଥାନାର ଗୋଟିଏ ମାମଲାରେ ମିଳିଲା ଅନ୍ତରୀଣ ଜାମିନ । ୧୫ ଦିନିଆ ସର୍ତ୍ତ ମୂଳକ ଜାମିନ ହେଲେ ଜିଲ୍ଲା ଦୈାରାଜଜ । ଶ୍ୱଶୁରଙ୍କ ଅନ୍ତ୍ୟେଷ୍ଟି କ୍ରିୟାରେ ଯୋଗ ଦେବାକୁ ଅନ୍ତରୀଣ ଜାମିନ । କୌଣସି ସାକ୍ଷୀଙ୍କୁ ପ୍ରଭାବିତ ନକରିବା ଏବଂ ଜାମିନ ଅବଧି ପରେ କୋର୍ଟରେ ହାଜର ହେବା ସର୍ତ୍ତ ରଖାଯାଇଛି। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତିର ମୁଖ୍ୟ କାର୍ପଟଦାର ରାଜା ଚକ୍ର। ରାଜା ଜେଲ୍ ଯିବା ପରେ ରାଜାଙ୍କ ବିରୋଧରେ ଖଣି ଅଞ୍ଚଳର ଲୋକେ ସ୍ବର ଉତ୍ତୋଳନ କରିବା ଆରମ୍ଭ କରିଛନ୍ତି। ରାଜା ଚକ୍ର ଯେଉଁମାନଙ୍କ ଛତ୍ରଛାୟା ତଳେ କାମ କରୁଥିଲେ, ଯାହାଙ୍କ ନିର୍ଦ୍ଦେଶରେ କାମ କରୁଥିଲେ, ସେମାନେ ସମସ୍ତେ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ ହେବେ ବୋଲି ଜଣାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login