ଭୁବନେଶ୍ୱର: ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୭୦ ରୁ ୨୦୦ ମିଲିମିଟର ପର୍ୟ୍ୟନ୍ତ ବର୍ଷିବ । ଆସନ୍ତା ୩ ଘଣ୍ଟା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ସମ୍ବଲପୁର, ସୁନ୍ଦରଗଡ, ବରଗଡ଼ ଏବଂ ମାଲକାନଗିରି ଜିଲ୍ଲା ପାଇଁ ଏହି ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୩ ଦିନ ଯାଏଁ ବର୍ଷା ସମ୍ଭାବନା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ମୌସୁମୀ ଟ୍ରଫ୍ ଏବେ ସ୍ଵାଭାବିକ ସ୍ଥିତି ରେ ରହିଛି ଆସନ୍ତା ୪-୫ ଦିନ ମଧ୍ୟରେ ଏହା କ୍ରମଶଃ ଉତ୍ତର ଆଡ଼କୁ ଅଗ୍ରସର ହେବ । ଆସନ୍ତା ୩ ଦିନ ଯାଏଁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ଉତ୍ତର ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ବରଗଡ଼, ସମ୍ୱଲପୁର, ଦେବଗଡ଼, କେଉଁଝର, ଅନୁଗୁଳ, ଢ଼େଙ୍କାନାଳ, ସୋନପୁର, ବୌଦ୍ଧ, ବଲାଙ୍ଗୀର , ନୂଆପଡ଼ା ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (୧୨-୨୦ସେମି ) ବର୍ଷା ସମ୍ଭାବନା ରହିଛି।
ରାଜ୍ୟରେ ଆଜିଠୁ ବଢିବ ବର୍ଷା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







