The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୮୦ କରୋନା ପଜିଟିଭ୍‌

Facebook
Twitter
LinkedIn
Mutating virus variant and cell mutation variants as a health risk concept and new coronavirus outbreak or covid-19 viral cells mutations and influenza background as a 3D render.

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୮୫୨ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ନିଯୁକ୍ତ ହେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ...

ଉତ୍ତରକାଶୀରେ ବାଦଲ ଫଟା ବର୍ଷା, ବାଦଲଫଟା ବର୍ଷାରେ ଭାସିଗଲା ଘର

ଉତ୍ତରକାଶୀରେ ବାଦଲ ଫଟା ବର୍ଷା, ବାଦଲଫଟା ବର୍ଷାରେ ଭାସିଗଲା ଘର

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ବାଦଲଫଟା ବର୍ଷା । ପାହାଡିଆ ଅଞ୍ଚଳରେ ବାଦଲଫଟା ବର୍ଷା ଯୋଗୁ ଭୂସ୍ଖଳନ । ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁଁ ଜନଜୀବନ...

ADVERTISEMENT
ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ନୂଆଦିଲ୍ଲୀ : ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ୭୯ ବର୍ଷ ବୟସରେ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ଆରଏମଏଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...

ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି

ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି

ଭୁବନେଶ୍ୱର : ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା । ଏମକେସିଜି ଅଧକ୍ଷଙ୍କୁ ରିପୋର୍ଟ ମାଗିଲେ ଦକ୍ଷିଣାଞ୍ଚଳ ଆରଡିସି । ସୋସିଆଲ ମିଡିଆର ଏକ...

Login