The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରାଜ୍ୟରେ ବଢିଛି ସଡ଼କ ଦୁର୍ଘଟଣା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ବଢ଼ିଛି ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା। ପାଞ୍ଚ ବର୍ଷର ରେକର୍ଡ ଭାଙ୍ଗିଛି ଗତବର୍ଷର ଦୁର୍ଘଟଣା। ୨୦୨୨ରେ ୫ ହଜାର ୪୬୭ ଜଣଙ୍କ ଜୀବନ ଯାଇଥିବା ବେଳେ ୧୧ ହଜାର ୬୬୩ ଜଣ ଦୁର୍ଘଟଣାରେ ଆହତ ହୋଇଛନ୍ତି । ସେହିପରି ଗତ ପାଞ୍ଚ ବର୍ଷରେ ମୋଟ ୫୪ ହଜାର ,୭୯୦ଟି ସଡ଼କ ଦୁର୍ଘଟଣା ହୋଇଛି। ଯେଉଁଥିରେ ୨୫ ହଜାର ୯୩୪ ଜଣଙ୍କ ଜୀବନ ଯାଇଛି। ଆଉ ଆହତ ହୋଇଛନ୍ତି ୫୧ ହଜାର ୮୭୩ ଜଣ। ଗତ ବିଧାନସଭାରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଏହି ସୂଚନା ଦେଇଥିଲେ।
ସେହିପରି ସଡ଼କ ସଚେତନତା ବାବଦକୁ ୫ ବର୍ଷରେ ୭୯ କୋଟି ୧୨ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର। ଅଜଣା ଗାଡ଼ି ଧକ୍କା ଦ୍ବାରା ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଅନୁକମ୍ପା ରାଶି ଓ ଗୁରୁତର ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପା ରାଶି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login