The Ultimate Managed Hosting Platform
ADVERTISEMENT

ରାଜ୍ୟସଭା ସାଂସଦ ଭାବେ ଦାୟିତ୍ୱ ନେଲେ ଓଡ଼ିଶାର ୩ ସାଂସଦ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟସଭା ସାଂସଦ ଭାବେ ଦାୟିତ୍ୱ ନେଲେ ଓଡ଼ିଶାର ୩ ସାଂସଦ । ରାଜ୍ୟସଭା ନିର୍ବାଚନ ପାଇଁ ଆଜି ଶପଥ ନେଇଛନ୍ତି ଦେବାଶିଷ ସାମନ୍ତରାୟ ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ । ଚଳିତ ରାଜ୍ୟସଭା ନିର୍ବାଚନ ୨୦୨୪ରେ ଓଡ଼ିଶାରେ ତିନି ଜଣ ପ୍ରାର୍ଥୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି। ୨୦୨୪ ଏପ୍ରିଲରେ ଅବସର ଗ୍ରହଣ କରିଥିବା ସଦସ୍ୟଙ୍କ ଆସନ ପୂରଣ ପାଇଁ ଓଡ଼ିଶାରେ ରାଜ୍ୟସଭା ନିର୍ବାଚନ ଫେବ୍ରୁଆରୀ ୨୭ତାରିଖରେ ହେବାର ଥିଲା, ଯାହା ଏବେ ପୂରଣ ହୋଇଛି । ସମସ୍ତ ନିର୍ବାଚିତ ପ୍ରାର୍ଥୀଙ୍କୁ ଆଜି ରିଟର୍ଣ୍ଣିଂ ଅଫିସରଙ୍କ ଦ୍ୱାରା ସାର୍ଟିଫିକେଟ୍ ଦିଆଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login