ଭୁବନେଶ୍ୱର : ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ପତାକା ଉତ୍ତୋଳନ କଲେ ରାଜ୍ୟପାଳ ରଘୁବର ଦାସ । ସମ୍ମାନିତ ଅତିଥି ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ । ଏଥର ଗାନ୍ଧୀମାର୍ଗରେ ଦେଖିବାକୁ ମିଳିବ ଭିନ୍ନ ଧରଣର ମାହୋଲ । ଏଥର ଗଡିବ ପ୍ରଜ୍ଞାପନ ମେଢ । ‘ରୂପାନ୍ତରଣ ପଥେ ଓଡ଼ିଶା’ ଥିମକୁ ନେଇ ଆୟୋଜନ ହୋଇଛି ମେଢ । ରାଜ୍ୟ ସରକାରଙ୍କ ୧୨ ଟି ବିଭାଗ ଏବଂ ଗୋଟିଏ ନଗମ ପକ୍ଷରୁ ମୋଟ ୧୩ ଟି ମେଢ ଗଡିବା ନେଇ ସ୍ଥିତ ହୋଇଛି ।
Views: 74