ଭୁବନେଶ୍ୱର : ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ । ପତାକା ଉତ୍ତୋଳନ ପରେ ରାଜ୍ୟବାସୀଙ୍କୁ ସମ୍ବୋଧନ । ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ସହିଦ ଯବାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଜଣାଇଲେ । ଭାରତର ସ୍ୱାଧୀନତା ସଂଗ୍ରାମ ବିଶ୍ୱରେ ନୂଆ ଯୁଗ ଆରମ୍ଭ କରିଥିଲା । ଏ ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଆଣ ିଦେଇଥିଲା । ଆଜି ଭାରତ ବିଶ୍ୱରେ ନିଜକୁ ପ୍ରମୁଖ ଶକ୍ତି ଭାବେ ପ୍ରତିଷ୍ଠା କରି ପାରିଛି । ବିଭିନ୍ନ କ୍ଷେତ୍ରରେ ଆମର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି । ଚନ୍ଦ୍ର ଯାନ-୩ ମହାକାଶ ବିଜ୍ଞାନ କ୍ଷେତ୍ରରେ ଗୈାରବ ବଢାଇଛି । ଓଡିଶାର ବିକାଶରେ ସମସ୍ତେ ସାମିଲ ହୋଇଛନ୍ତି । ଅର୍ଥନୀତିରେ ସମୃଦ୍ଧ ହୋଇଛି ,ଲକ୍ଷ ଲକ୍ଷ କୋଟି ପୁଞ୍ଜି ଆସୁଛି । ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ହୋଇଛି । ମଧୁବାବୁ ପେନସନ ଯୋଜନାରେ ଆଉ ୪ ବର୍ଗ ସାମିଲ । ବିଏସକେୱାଇ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଡ ସହାୟକ ହୋଇଛି । ଏସଏଚଜି ମହିଳା ଓ ଚାଷୀଙ୍କ ପାଇଁ ସରକାର ସଂକଳ୍ପବଦ୍ଧ । ଗରିବ, ଚାଷୀ , ମହିଳା, ଜନଜାତିକୁ ନେଇ ଆଗକୁ ବଢିବା ।
ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

Facebook
Twitter
LinkedIn
Facebook
Twitter
LinkedIn
Recent News
ପ୍ରଜଲ ରେଭନାଙ୍କୁ ଆଜୀବନ
ବେଙ୍ଗାଲୁର : ଜେଡି(ଏସ) ନେତା ପୂର୍ବତନ ସାଂସଦ ପ୍ରଜଲ ରେଭନାଙ୍କୁ ଆଜୀବନ । ବେଙ୍ଗାଲୁରୁ ସ୍ପେଶାଲ କୋର୍ଟ ଆଜୀବନ କାରାଦଣ୍ଡା ଦେଶ ଦେଲେ । କୋର୍ଟ ଅଗଷ୍ଟ...
ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ
ଭୁବନେଶ୍ୱର : ପିଏମ ପୋଷଣ ସ୍କିମରେ ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା , ସେହିଦିନ ଫଳ...
ମଧୁମେହ ରୋଗୀଙ୍କ ପାଇଁ ଲାଭଦାୟକ ଏହି ଡାଲି
ବ୍ୟୁରୋ : ମୁଗ ଡ଼ାଲି ପ୍ରତ୍ୟେକଙ୍କ ରୋଷେଇ ଘରେ ମିଳିଥାଏ । ଏହା କେବଳ ଖାଇବା ପାଇଁ ସ୍ୱାଦିଷ୍ଟ ନୁହେଁ ବରଂ ଏହା ସ୍ୱାସ୍ଥ୍ୟ ଦୃଷ୍ଟିରୁ ମଧ୍ୟ...
ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା
ଭୁବନେଶ୍ୱର : ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା । ମାରପିଟ୍ କଲେ, ଯାହା ପାରିଲେ ଭାଙ୍ଗିଲେ । ଫୁଲ କୁଣ୍ଡଠାରୁ ଆରମ୍ଭ କରି କଂପ୍ୟୁଟର, କବାଟ ଆଦି...