The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରାମ ନବମୀରେ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ

Facebook
Twitter
LinkedIn

ଭୁବନେଶ୍ୱର :ଆଜି ହେଉଛି ପବିତ୍ର ରାମ ନବମୀ । ରାମ ନାମରେ ଗୁଞ୍ଜରିତ ହେଉଛି ରାଜ୍ୟର ବିଭିନ୍ନ ରାମ ମନ୍ଦିର । ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ ପାଇଁ ମନ୍ଦିରରେ ଭିଡ଼ ଜମାଇଛନ୍ତି ଶ୍ରଦ୍ଧାଳୁ । ରାମ ନବମୀ ପାଇଁ ସଜେଇ ହୋଇଛି ଭୁବନେଶ୍ୱର ୟୁନିଟ-୩ ରାମ ମନ୍ଦିର ସହ ଅନ୍ୟାନ୍ୟ ମନ୍ଦିର । ଭୁବନେଶ୍ୱର ରାମ ମନ୍ଦିରରେ ଭୋର ୫ଟା ୩୦ରେ ମଙ୍ଗଳ ଆରତି ପରେ ଭକ୍ତଙ୍କ ଦର୍ଶନ ଆରମ୍ଭ ହୋଇଛି । ପୂର୍ବାହ୍ନ ୭ଟାରେ ଶୃଙ୍ଗାର ଆଳତି ଓ ୮ଟାରୁ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଆରମ୍ଭ ହୋଇଛି । ମଧ୍ୟାହ୍ନ ୧୨ଟାରେ ଜନ୍ମୋତ୍ସବ ଆଳତି ଓ ସନ୍ଧ୍ୟା ୭ଟାରେ ସନ୍ଧ୍ୟା ଆଳତି କରାଯିବ। ଶୃଙ୍ଖଳିତ ଦର୍ସନ ପାଇଁ ମନ୍ଦିର ଓ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଲା ଆମେରିକା

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

ADVERTISEMENT
ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ନିଯୁକ୍ତ ହେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ...

Login