The Ultimate Managed Hosting Platform
ADVERTISEMENT

ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଅଯୋଧ୍ୟା ଦିବ୍ୟ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା । ସମାରୋହର ସିଧା ପ୍ରସାରଣ ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଦିବ୍ୟ ଦୁର୍ଲ୍ଲଭ ମୁହୂର୍ତ୍ତକୁ ଦର୍ଶନ କଲାବେଳେ ହାତଯୋଡି ପ୍ରାର୍ଥନା କରିଛନ୍ତି ନବୀନ । ଏହି ସମୟରେ ସେଠାରେ ଉପସ୍ଥିତ ଥିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସାରା ଦେଶ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ବିଭୋର। ଦେଶବାସୀ ଏହି ମୁହୂର୍ତ୍ତକୁ ଚାହିଁ ରହିଥିବାବେଳେ ଆଜି ପୂର୍ବ ନିର୍ଦ୍ଧାରିତ ରୀତିନୀତି ଅନୁସାରେ ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login