The Ultimate Managed Hosting Platform
ADVERTISEMENT

ରାସ୍ତାରୁ ହଟିବେ ଉଠା ଦୋକାନୀ, ବିନା ରେଜିଷ୍ଟ୍ରସନରେ କରିପାରିବେନି ଦୋକାନ

Facebook
Twitter
LinkedIn

ଭୁବନେଶ୍ୱର : ରାସ୍ତାରୁ ହଟିବେ ଉଠା ଦୋକାନୀ । ବିନା ରେଜିଷ୍ଟ୍ରସନରେ କରିପାରିବେନି ଦୋକାନ । ୫୫ଟି ରାସ୍ତାରୁ ସ୍ଥାୟୀ ଭାବେ ହଟିବେ ଉଠା ଦୋକାନୀ । ସମୂହ ସଫେଇ କାର୍ୟ୍ୟକ୍ରମ ବେଳେ ଏନେଇ ମଙ୍ଗଳବାର ମେୟର ସୂଚନା ଦେଇଛନ୍ତି । ରାସ୍ତା କଡ଼ରେ ବାରମ୍ବାର ତାଗିଦ ପରେ ବି କାହିଁକି ରେଜିଷ୍ଟ୍ରେସନ୍ କରିନଥିବା ଦୋକାନୀ ଦୋକାନ ପକାଇଛନ୍ତି ବୋଲି ନାଲି ଆଖି ଦେଖାଇଲେ ମେୟର । ଏହା ସହ ଉଠା ଦୋକାନୀକୁ ହଟାଇ ସ୍ଥାୟୀ ଭେଣ୍ଡିଂ ଜୋନ୍ ଦିଆଯିବ ବୋଲି ମେୟର ସୁଲୋଚନା ଦାସ କହିଛନ୍ତି । ସିଆରପି ଛକରେ ସମୂହ ସଫେଇ କାର୍ୟ୍ୟକ୍ରମ ସମୟରେ ରାସ୍ତା କଡରେ ଥିବା ଉଠା ଦୋକାନୀଙ୍କୁ ବିଭିନ୍ନ କଥା ପଚାରି ବୁଝିଛନ୍ତି ମେୟର । ଏହାସହ ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ସଜେଇ ହୋଇଛି ରାଜଧାନୀ । ଏହାକୁ ଦୃଷ୍ଟିରେ ରଖି ରାଜଧାନୀର ସମସ୍ତ ସ୍ଥାନକୁ ସ୍ୱଚ୍ଛ ରଖିବା ପାଇଁ ବିଏମ୍ସି ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login