ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ ପାଇଁ ରଥ ରୋକାଯିବା କଥା ମିଛ । ସବୁ ବର୍ଷ ରଥ ୨ ଦିନରେ ଲାଗେ , ଉଭୟ କଂଗ୍ରେସ ଓ ବିଜେଡି ମିଛ ପ୍ରଚାର କରୁଛନ୍ତି । କଂଗ୍ରେସ ସମ୍ବିଧାନ ହତ୍ୟା କରିଥିବା ଦଳ , ଏବେ ନାଟକ କରୁଛି ।
ରଥଯାତ୍ରା ଅଘଟଣକୁ ନେଇ ରାହୁଲ ଗାନ୍ଧୀ ରାଜ୍ୟ ସରକାରଙ୍କ ଟାର୍ଗେଟ କରିଥିଲେ । ଅଦାନୀ ପାଇଁ ରଥକୁ ରୋକାଯାଉଛି କହିଲେ ରାହୁଲ । ଏହା ଆପଣଙ୍କର ସରକାର ନୁହେଁ , ଆଦାନୀଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର । ଓଡିଶାରେ ୪୦ ହଜାରରୁ ଉଦ୍ଧ୍ୱର୍ ମହିଳା ଗାଏବ ହୋଇଛନ୍ତି । ଏମାନେ କୁଆଡେ ଗଲେ କେହି ଜାଣି ନାହାନ୍ତି । ହାର ଲକ୍ଷ୍ୟ ଆପଣଙ୍କ ଜମି, ଜଙ୍ଗଲ ଆଉ ଭବିଷ୍ୟତକୁ ଚୋରି କରିବା । ଆପଣଙ୍କ ସରକାର ଓଡ଼ିଶା ଯୁବକଙ୍କ ପାଇଁ କେତେ ରୋଜଗାର ସୃଷ୍ଟି କରିଛନ୍ତି ? ବଡ ବଡ଼ କମ୍ପାନି ଆସୁଛନ୍ତି ଆପଣଙ୍କ ଜମି ନେଇଯାଉଛନ୍ତି, ଧନ ନେଇଯାଉଛନ୍ତି ଆପଣଙ୍କ ଖଣି ନେଇଯାଉଛନ୍ତି ଆପଣଙ୍କୁ କେତେ ରୋଜଗାର ଦେଉଛନ୍ତି? ରାହୁଲ କହିଛନ୍ତି, ଓଡ଼ିଶା ସରକାରଙ୍କ କାମ ଓଡ଼ିଶାର ଧନ ଗରିବ ଲୋକଙ୍କଠାରୁ ଚୋରି କରିବା ।
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







