The Ultimate Managed Hosting Platform
ADVERTISEMENT

ରୁଷ ଉପରେ ୟୁକ୍ରେନର ବଡ ଧରଣର ଆକ୍ରମଣ

Facebook
Twitter
LinkedIn

ନୂଆଦିଲ୍ଲୀ : ରୁଷ-ୟୁକ୍ରେନ ମଧ୍ୟରେ ର୍ଷ ବର୍ଷ ଧରି ଚାଲିଥିବା ଯୁଦ୍ଧ ବନ୍ଦ୍ ହେବା ନେଇ କଥାବାର୍ତ୍ତା ଚାଲିଥିବା ବେଳେ ୟୁକ୍ରେନ୍ ରୁଷ ଉପରେ କରିଛି ଏବ ବଡ଼ ଧରଣର ଆକ୍ରମଣ। ଉଭୟ ଦେଶ ପରସ୍ପର ଉପରକୁ ଘାତକ ଆକ୍ରମଣ ଜାରି ରଖିଛନ୍ତି । ରୁଷର ଆଣବିକ ବୋମାବର୍ଷୀ ବିମାନ ଥିବା ଘାଟି ଉପରେ ୟୁକ୍ରେନ୍ ଡ୍ରୋନ୍ ଆକ୍ରମଣ କରିଛି । ଏହି ଘାଟିଟି ରୁଷ୍-ୟୁକ୍ରେନ୍ ସୀମାଠାରୁ ପ୍ରାୟ ୭୦୦ କିମି ଦୂରରେ ଅବସ୍ଥିତ। ଏମିତି କି ୟୁକ୍ରେନ୍- ରୁଷ୍ ମଧ୍ୟରେ ଯୁଦ୍ଧବିରତି ନିମନ୍ତେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉଦ୍ୟମ ଜାରି ରଖିଛନ୍ତି । ଆକ୍ରମଣ ଯୋଗୁ ଆକାଶରେ ବହୁ ଉଚ୍ଚ ପର୍ୟ୍ୟନ୍ତ ନିଆଁ ଓ ଧୂଆଁ ଦେଖିବାକୁ ମିଳିଛି । ନିକଟରେ ଥିବା କେତେକ ଘର ସହିତ ହସ୍ପିଟାଲ ଆଦି କ୍ଷତିଗ୍ରସ୍ତ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login