The Ultimate Managed Hosting Platform
ADVERTISEMENT

ରେଳଧାରଣାରୁ ଉଠାଗଲା ୨୧ଟି ବଗି, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ମରାମତି କାର୍ଯ୍ୟ

Facebook
Twitter
LinkedIn

ବାଲେଶ୍ୱର : ରେଳଧାରଣାରୁ ଉଠାଗଲା ୨୧ଟି ବଗି, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ମରାମତି କାର୍ଯ୍ୟ । ବାହାନଗାରେ ଦୁର୍ଘଟଣାଗ୍ରସ୍ତ ରେଲେଓ୍ଵ ଲାଇନରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ପୁନରୁଦ୍ଧାର କାମ । ଲାଇନଚ୍ୟୁତ ହୋଇଥିବା ୨୧ଟି ବଗିକୁ ହଟାଇ ଦିଆଯାଇଛି । ଟ୍ରାକ୍ ଏବଂ ଓଭରହେଡ୍ ଲାଇନ୍ ମରାମତି କାର୍ୟ୍ୟ ଚାଲିଛି। ଏହି ରୁଟରେ ରେଳ ଚଳାଚଳକୁ ପୁଣି ଥରେ ସ୍ୱାଭାବିକ କରିବା ପାଇଁ ଅହୋରାତ୍ର ଚାଲିଛି କାମ । କାମରେ ଲାଗିଛନ୍ତି ହଜାରେରୁ ଅଧିକ କର୍ମଚାରୀ ଓ ଶ୍ରମିକ । ଆସନ୍ତା ବୁଧବାର ସକାଳ ସୁଦ୍ଧା ଏହି ବାଟରେ ଟ୍ରେନ୍ ଚଳାଚଳକୁ ସ୍ବାଭାବିକ କରାଯିବା ଦିଗରେ ପଦକ୍ଷେପ ନିଆଯାଇଛି। ଘଟଣାସ୍ଥଳରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ଆଜି ସକାଳେ ବି ଉପସ୍ଥିତ ଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

କାଲି ୪ ଘଣ୍ଟା ଦର୍ଶନ ବନ୍ଦ

ହିଡେନ କ୍ୟାମେରା ନେଇ ଶ୍ରୀମନ୍ଦିରରେ ପ୍ରବେଶ , ସନେ୍ଦହ ହେବାରୁ ଧରିଲା ପୋଲିସ

ପୁରୀ : ହିଡେନ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ । ଚଷମାରେ ହିଡେନ କ୍ୟାମେରା ଲେନ୍ସ ଲଗାଇ ଯାଇଥିଲେ ଯୁବକ । ବେହରଣ ଦ୍ୱାର ନିକଟରେ...

ADVERTISEMENT