The Ultimate Managed Hosting Platform
ADVERTISEMENT

ରେସଲର ବଜରଙ୍ଗ ପୁନିଆ ସସପେଣ୍ଡ

Facebook
Twitter
LinkedIn

ନୂଆଦିଲ୍ଲୀ : ରେସଲର ବଜରଙ୍ଗ ପୁନିଆ ସସପେଣ୍ଡ। ପୁନିଆଙ୍କୁ ୪ ବର୍ଷ ପାଇଁ ସସପେଣ୍ଡ କଲା ଜାତୀୟ ଡୋପିଂ ନିରୋଧକ ଏଜେନ୍ସି- ନାଡା। ପୁନିଆଙ୍କ ବିରୋଧରେ ଆକ୍ସନ ନେଇଛି ଆଣ୍ଟି ଡୋପିଂ ଏଜେନ୍ସି । ଜାତୀୟ ଚୟନ ବେଳେ ଡୋପିଂ ଟେଷ୍ଟକୁ ମନା କରିଥିଲେ ପୁନିଆ। ଗତ ମାର୍ଚ୍ଚ ୧୦ରେ ହୋଇଥିଲା ଚୟନ ପ୍ରକ୍ରିୟା। ସେତେବେଳେ ସେ ଡୋପିଂ ଟେଷ୍ଟକୁ ମନା କରିଥିଲେ। ନିର୍ବାଚନ ପୂର୍ବରୁ ପୁନିଆ କଂଗ୍ରେସରେ ହୋଇଥିଲେ ସାମିଲ। ନାଡାର କାର୍ୟ୍ୟାନୁଷ୍ଠାନ ଯୋଗୁ ବିଦେଶରେ ବି ଟ୍ରେନିଂ ନେଇପାରିବେନି ପୁନିଆ। ଗତ ଏପ୍ରିଲ ୨୩ରେ ଡୋପ ଟେଷ୍ଟ ଦେବାକୁ ବିଫଳ ହେବା ପରେ ପ୍ରଥମ ଥର ଲାଗି ପ୍ରାରମ୍ଭିକ ଭାବେ ତାଙ୍କୁ କରାଯାଇଥିଲା ସସପେଣ୍ଡ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login