The Ultimate Managed Hosting Platform
ADVERTISEMENT

ରୋଗୀଙ୍କୁ ଗୋଡେଇ ଗୋଡେଇ ପିଟିଲେ ଡାକ୍ତର ହେଲା ଭିଡିଓ ଭାଇରାଲ

Facebook
Twitter
LinkedIn

ଧର୍ମଗଡ : ଏପରି ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ l ଚିକିତ୍ସା ପାଇଁ ଆସିଥିବା ରୋଗୀଙ୍କୁ ଡାକ୍ତରଙ୍କ ନିସ୍ତୁକ ମାଡ l କଳାହାଣ୍ଡି ଜିଲ୍ଲା ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ ଏପରି ଉନ୍ମକ୍ତ କାଣ୍ଡ ଦେଖିବାକୁ ମିଳିଛି । ଯାହାର ଭିଡିଓ ଏବେ ଭାଇରାଲ ହେବାର ଲାଗିଛି । ସୂଚନା ଅନୁଯାୟୀ, ଗତକାଲି ରାତିରେ ଡ୍ୟୁଟିରେ ଥିବା ଡାକ୍ତର ନାମ ଶୈଳେଶ କୁମାର ଦୋରା ହସ୍ପିଟାଲକୁ ଆସିଥିବା ଧର୍ମଗଡ ବସ୍ତିପଡାର ଜଣେ ରୋଗୀଙ୍କୁ କୌଣସି କଥାକୁ ନେଇ ରାଗି ଯାଇଥିଲେ । ଏହାପରେ ତାଙ୍କୁ ରାଗି ଯାଇ ଗୋଡ଼ାଇ ଗୋଡ଼ାଇ ନିସ୍ତୁକ ମାଡ଼ ମାରିଥିବାର ଭିଡ଼ିଓ ଭାଇରାଲ ହେବାରେ ଲାଗିଛି l ତେବେ କେଉଁ କାରଣକୁ ନେଇ ଡାକ୍ତର ଏମିତି କାଣ୍ଡ କରିଛନ୍ତି ତାହା ଅସ୍ପଷ୍ଟ ରହିଛି l

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login