The Ultimate Managed Hosting Platform
ADVERTISEMENT

ରୋହିତ ଓ ଶୁଭମନଙ୍କ ଶତକ

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତ-ଇଂଲଣ୍ଡ ୫ମ ଟେଷ୍ଟରେ ସୁବିଧାଜନକ ସ୍ଥିତିରେ ଟିମ୍ ଇଣ୍ଡିଆ । ଦ୍ୱିତୀୟ ଦିନର ଲଞ୍ଚ ବ୍ରେକ ସୁଦ୍ଧା ଭାରତ ୪୬ ରନର ଅଗ୍ରଣୀ ନେଇଛି । ଏବେ ବି ଟିମ୍ ଇଣ୍ଡିଆ ହାତରେ ୯ ୱିକେଟ ଥିବା ବେଳେ ବଡ ସ୍କୋର ଅଭିମୁଖେ ଆଗକୁ ବଢୁଛି ଭାରତ । ଅଧିନାୟକ ରୋହିତ ଶର୍ମା ଓ ଶୁଭମନ ଗିଲ ଶତକ ହାସଲ କରି ଅପରାଜିତ ଥିବା ବେଳେ ଯଶସ୍ୱୀ ଜୟସ୍ୱାଲ ଅର୍ଦ୍ଧଶତକ ହାସଲ କରିଛନ୍ତି । ଉଭୟ ରୋହିତ ଓ ଶୁଭମନ ଆକ୍ରମଣାତ୍ମକ ବ୍ୟାଟିଂ କରୁଥିବା ବେଳେ ବଡ ଅଗ୍ରଣୀ ଅଭିମୁଖେ ଆଗକୁ ବଢୁଛି ଟିମ୍ ଇଣ୍ଡିଆ । ଏହି ମ୍ୟାଚ୍ ଜିତି ଭାରତ ୪-୧ରେ ସିରିଜ ଜିତିବା ଲକ୍ଷ୍ୟରେ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login