The Ultimate Managed Hosting Platform
ADVERTISEMENT

ଲିଙ୍ଗରାଜ ସେବାୟତ ଗିରଫ

Facebook
Twitter
LinkedIn

ଭୁବନେଶ୍ୱର : ବିଦେଶୀନିଙ୍କୁ ସେବାୟତଙ୍କ ଅସଦାଚରଣ । ଲିଙ୍ଗରାଜ ମନ୍ଦିର ଉତ୍ତର ଦ୍ୱାର ବାହାରେ ବିଦେଶିନୀଙ୍କୁ ଅସଦାଚରଣ ଅଭିଯୋଗରେ ଜଣେ ସେବାୟତଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ସେବାୟତ କୁଣ୍ଡୁ ମହାପାତ୍ରଙ୍କୁ ଗିରଫ କରିଛି ଲିଙ୍ଗରାଜ ଥାନା ପୋଲିସ । ମିଳିଥିବା ସୂଚନା ମୁତାବକ, ଲିଙ୍ଗରାଜ ମନ୍ଦିରର ଐତିହ୍ୟ ବିଷୟରେ ବୁଝାଇବାକୁ ଯାଇ ବିଦେଶିନୀଙ୍କ ସହ ଅସଦାଚରଣ କରିଥିଲେ ସେବାୟତ କୁଣ୍ଡୁ ମହାପାତ୍ର । ଏନେଇ ଲିଙ୍ଗରାଜ ଥାନାରେ ଅଭିଯୋଗ କରିଥିଲେ ବିଦେଶିନୀ । ପୋଲିସ ତୁରନ୍ତ ଏହି ଘଟଣାର ଯାଞ୍ଚ କରିବା ସହ ପ୍ରାଥମିକ ତଦନ୍ତ ପରେ ଅଭିଯୁକ୍ତଙ୍କୁ ଗିରଫ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login