ବ୍ୟୁରୋ : ଗରମ ଦିନରେ ଆପଣଙ୍କ ତ୍ୱଚା ଶୁଷ୍କ ଓ ମଳିନ ପଡ଼ିଯାଏ । ତ୍ୱଚାରୁ ମୃତକୋଷ ବାହାର କରି ତ୍ୱଚାକୁ ଉଜ୍ଜଳ କରିବାରେ ଲୁଣ ଆପଣଙ୍କୁ ସାହାଯ୍ୟକରେ ।
୧ ଚାମଚ ଲୁଣ , ଏକ ଚାମଚ ଲେମ୍ବୁରସ , ଏକ ଚାମଚ ବେକିଙ୍ଗ ସୋଡ଼ା ଓ ଅଧା କପ ପାଣିରେ ମିଶେଇ ପେଷ୍ଟ ପ୍ରସ୍ତୁତ କରନ୍ତୁ । ଏହାକୁ ନଖ ଉପରେ ଲଗାନ୍ତୁ । କିଛି ଦିନ ପରେ ଆପଣ ନଖ ଚମକିବ ଆରମ୍ଭ କରିବ ।
କେବଳ ତ୍ୱଚା ଉଜ୍ଜଳ ପାଇଁ ନୁହଁ ଆପଣ ଦାନ୍ତକୁ ଚାମକାଇବା ପାଇଁ ମଧ୍ୟ ବ୍ୟବହାର କରିପାରିବେ । ଏଥିପାଇଁ ଏକ ଚାମଚ ଲୁଣ , ଏକ ଚାମଚ ବେକିଙ୍ଗ ପାଉଡରର ଏକ ମିଶ୍ରଣ ପ୍ରସ୍ତୁତ କରି ଏହାକୁ ବ୍ରଶରେ ଲଗାଇ ବ୍ୟବହାର କରନ୍ତୁ, ଆପଣ କିଛିଦିନ ମଧ୍ୟରେ ଚମକୁ ଥିବା ଦାନ୍ତ ପାଇପାରିବେ ଜ୍ଝ
ଲୁଣ , ଅଲିଭ ତେଲ , ଲାଭେଣ୍ଡର ତେଲ ଓ ବାଦାମ କୁ ନେଇ ମିଶ୍ରଣ ପ୍ରସ୍ତୁତ କରନ୍ତୁ । ଏହାକୁ ତ୍ୱଚା ଉପରେ ଭଲ ଭାବରେ ସ୍କ୍ରବ କରି କିଛି ସମୟ ଶୁଖିବାକୁ ଛାଡିଦିଅନ୍ତୁ । ତା’ପରେ ଥଣ୍ଡା ଜଳରେ ମୁହଁକୁ ଧୋଇଦିଅନ୍ତୁ । ବର୍ତମାନ ଆପଣ ଏହାର ପ୍ରଭାବ ଦେଖିପାରିବେ ।
ପାଟିରୁ ବାହାରୁଥିବା ଦୁର୍ଗନ୍ଧକୁ ଦୂର କରିବା ପାଇଁ ଲୁଣପାଣିକୁ ନିୟମିତ କୁଳି କଲେ କିଛି ଦିନ ମଧ୍ୟରେ ଆପଣଙ୍କ ମୁହଁରୁ ଦୁର୍ଗନ୍ଧ ଦୁରେଇ ଯିବ ।
ଲୁଣ ବଢାଇବ ତ୍ୱଚାର ଚମକ ! ଜାଣନ୍ତୁ କେମିତି ..
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...










