The Ultimate Managed Hosting Platform
ADVERTISEMENT

ଲୋକଙ୍କ ସମସ୍ୟା ସମାଧାନ ନ ହେଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

Facebook
Twitter
LinkedIn

ଭୁବନେଶ୍ୱର : ଜନଶୁଣାଣିରେ ଲୋକମାନେ ଆଣୁଥିବା ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ୟ୍ୟାନୁଷ୍ଠାନ ନିଆଯିବ । ତାଗିଦ୍ କଲା ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ । ଅନେକ ଅଭିଯୋଗ ଦୀର୍ଘଦିନ ଧରି ବିଭିନ୍ନ ସ୍ତରରେ ତ୍ୱରିତ ପଦକ୍ଷେପ ନେବାରେ ବିଳମ୍ବିତ ହେଉଛି । ଯାହାଦ୍ଵାରା ଅଭିଯୋଗକାରୀ ସମାନ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସବୁ ବିଭାଗର ସଚିବଙ୍କୁ ଚିଠି ଲେଖି ତୁରନ୍ତ ସମାଧାନ ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚିଠିରେ ଉଲ୍ଲେଖ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login