ଭୁବନେଶ୍ୱର : ସୈାମ୍ୟଙ୍କୁ ବହିଷ୍କାର ନେଇ ବିଜେଡିର ପ୍ରେସ ରିଲିଜ । ‘ସମ୍ବାଦ’ ଲୋନ ସ୍କାମ ନେଇ ସୈାମ୍ୟଙ୍କୁ ବହିଷ୍କାର । ଲୋନ ସ୍କାମ ନେଇ ଇଓଡବ୍ଲ୍ୟୁରେ ଅଭିଯୋଗ ହୋଇଛି । ଅନେକ ପୂର୍ବତନ କର୍ମଚାରୀ ଏ ନେଇ ଅଭିଯୋଗ କରିଛନ୍ତି । ୩ ଶହରୁ ଅଧିକ କର୍ମଚାରୀଙ୍କ ନାଁରେ ଲୋନ ଉଠାଯାଇଛି । ଜାଲ ଡକ୍ୟୁମେଣ୍ଟ ଯୋଗେ କୋଟି କୋଟି ଟଙ୍କା ଉଠାଯାଇଛି । ଲୋନ ଉଠାଇବା ପାଇଁ ଏହା ଏକ ସଂଗଠିତ ବ୍ୟାଙ୍କ ଫ୍ରଡ୍ ।
ଅନ୍ୟପଟେ ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା ମଧ୍ୟ ଜନବିରୋଧୀ କାର୍ୟ୍ୟ ପାଇଁ ଦଳରୁ ବିଦା ହୋଇଛନ୍ତି। ବାଲେଶ୍ବର ନିଗମାନନ୍ଦ ଆସୋସିଏଟରେ ପାର୍ଟନର ଥିବା ବେଳେ ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ସବସିଡି ହଡ଼ପ କରିଥିବା ଅଭିଯୋଗ ହୋଇଥିଲା । ସେ ୨୦୧୭-୧୮ରୁ ୨୦୧୯-୨୦ ମଧ୍ୟରେ ୩କୋଟି ଟଙ୍କାରୁ ଉର୍ଦ୍ଧ୍ବ ଅର୍ଥ ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ଲୋକାୟୁକ୍ତଙ୍କ ନିର୍ଦ୍ଦେଶରେ ମାମଲାର ତଦନ୍ତ କରୁଛି ଭିଜିଲାନ୍ସ । ସୁଧାଂଶୁ ପରିଡ଼ାଙ୍କୁ ମଧ୍ୟ ଜନବିରୋଧୀ କାମ ପାଇଁ ବିଜେଡିରୁ ବିଦା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।
ଲୋନ ସ୍କାମ ପାଇଁ ସୈାମ୍ୟ ବିଦା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











