The Ultimate Managed Hosting Platform
ADVERTISEMENT

ଶଙ୍ଖ ଛାଡି ହାତ ଧରିଲେ ସିପ୍ରା ମଲ୍ଲିକ

Facebook
Twitter
LinkedIn

ଭୁବନେଶ୍ୱର : ଶଙ୍ଖ ଛାଡି ହାତ ଧରିଲେ ସିପ୍ରା ମଲ୍ଲିକ । ଗୁରୁବାର ଶଙ୍ଖ ଶିବିରକୁ ବାଏ ବାଏ କହି ‘ହାତ’ ଧରିଛନ୍ତି କେନ୍ଦ୍ରାପଡାର ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ । ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କ ଉପସ୍ଥିତିରେ ସିପ୍ରା କଂଗ୍ରେସ ଦଳରେ ବିଧିବଦ୍ଧ ଭାବେ ସାମିଲ ହେଇଛନ୍ତି । ତେବେ କଂଗ୍ରେସରେ ଯୋଗ ଦେବା ପରେ ସିପ୍ରା କହିଛନ୍ତି, ଏହା ତାଙ୍କ ପାଇଁ ଏକ ବଡ ଦିନ । କଂଗ୍ରେସ ଦଳରେ ଏହା ତାଙ୍କର ନୂତନ ଆରମ୍ଭ, ଏଥିପାଇଁ ସେ ଖୁସି ଥିବା କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login