The Ultimate Managed Hosting Platform
ADVERTISEMENT

ଶିକ୍ଷକ ବଦଳି ; ରାଜ୍ୟ ସରକାରଙ୍କୁ ଝଟକା

Facebook
Twitter
LinkedIn

ଭୁବନେଶ୍ୱର : ଶିକ୍ଷକ ଶିକ୍ଷୟତ୍ରୀଙ୍କ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଝଟକା । ରାଜ୍ୟ ସରକାର କରିଥିବା ଚିଠିକୁ ଖାରଜ କଲେ ହାଇକୋର୍ଟ । ୧୫ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ବଦଳି ପାଇଁ ସାଂସଦ, ବିଧାୟକଙ୍କୁ ଦେଇଥିଲେ କ୍ଷମତା । ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟଙ୍କ ନାପସନ୍ଦ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login