The Ultimate Managed Hosting Platform
ADVERTISEMENT

ଶେଷ ବିଧାନସଭାରେ ଭାବବିହ୍ୱଳ ହେଲେ ଜଟଣୀ ବିଧାୟକ ସୁର

Facebook
Twitter
LinkedIn

ଭୁବନେଶ୍ୱର: ଶେଷ ଦିନରେ ବିଧାନସଭାକୁ ମୁଣ୍ଡିଆ ମାରିଲେ କଂଗ୍ରେସ ବିଧାୟକ ସୁର ରାଉତରାୟ। ବିଧାନସଭା ଗୃହରୁ ସୁର ବାହାରିବା ବେଳେ ମୁଣ୍ଡିଆ ମାରି ଭାବବିହ୍ୱଳ ହୋଇପଡିଥିଲେ । ଖାଲି ଭାବବିହ୍ୱଳ ହୋଇନଥିଲେ କହିଥିଲେ ଏହା ମୋର ଶେଷ ବିଧାନସଭା । ସବୁବେଳେ ନିଜର କୌତୁହଳପୂର୍ଣ୍ଣ ବୟାନ ପାଇଁ ସଭିଙ୍କ ପସନ୍ଦରେ ଥାନ୍ତି ଜଟଣୀ ବିଧାୟକ। ସମୟ ସମୟରେ କିଛି ନ କିଛି କାର୍ୟ୍ୟ କରିଥାନ୍ତି ଯାହା ଚର୍ଚ୍ଚାର ପରିସରକୁ ଆଣିଥାଏ। ବର୍ତ୍ତମାନ ବଜେଟ୍ ଅଧିବେଶନର ଶେଷ ଦିନରେ ସେ ଭାବବିହ୍ୱଳ ହୋଇ ବିଧାନସଭାକୁ ମୁଣ୍ଡିଆ ମାରିଛନ୍ତି। ଗୃହରୁ ବାହାରିବା ବେଳେ ସେ କହିଛନ୍ତି, ଏହା ତାଙ୍କର ଶେଷ ବିଧାନସଭା । ସେ ଆଗକୁ ନିର୍ବାଚନ ଲଢ଼ିବେ ନାହିଁ ବୋଲି ନିଷ୍ପତି ନେଇସାରିଛନ୍ତି । ନିଜେ ନ ଲଢିଲେ ମଧ୍ୟ ଲୋକଙ୍କ ପାଇଁ କାମ କରୁଥିଲି କରିବି ବୋଲି କହିଛନ୍ତି ସୁର । ଜୀବନର ଶେଷ ନିଶ୍ୱାସ ପର୍ୟ୍ୟନ୍ତ କଂଗ୍ରେସରେ ରହିଥିଲି ଏବଂ ରହିବି । ବିଧାନସଭାକୁ ଆସିବିନି ଏଥିପାଇଁ ଦୁଃଖ ଲାଗୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login