The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଶେଷ ହେଲା ଐତିହାସିକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟିର ବେପାର

Facebook
Twitter
LinkedIn

କଟକ : ସରିଲା କଟକର ଐତିହାସିକ ବାଲିଯାତ୍ରା । ଗତକାଲି ଥିଲା ଉଦଯାପନୀ ସନ୍ଧ୍ୟା । ୯ ଦିନ ଧରି ଚାଲିଥିଲା କିଣାବିକାର ମେଳା । ପ୍ରତିଦିନ ହେଉଥିଲା ଲକ୍ଷ ଲକ୍ଷ ଲୋକଙ୍କ ସମାଗମ ହୋଇଥିଲା । ଏଥର ବାଲିଯାତ୍ରା ମୋଟ ୨୫୦ କୋଟିର ବ୍ୟବସାୟ ହୋଇଛି । ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଜମିଥିଲା ବାଲିଯାତ୍ରା । ନାଚଗୀତକୁ, କିଣାବିକାରେ ଉଛୁଳି ଉଟିଥିଲା ମହାନଦୀ ପଠା । ପରିବାର, ସାଙ୍ଗ ପରିଜନ ସହ ବାଲିଯାତ୍ରା ବୁଲି ଭରପୂର ମଜା ଉଠାଇଥିଲେ ଲୋକେ । ଏହା ସହ ସୁସ୍ୱାଦୁ ଖାଦ୍ୟର ମଜା ନେଇଥିଲେ ଲୋକମାନେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login