The Ultimate Managed Hosting Platform
ADVERTISEMENT

ଶ୍ରମିକଙ୍କ ଉପରେ ମାଡିଗଲା ଗାଡି : ୪ ମୃତ

Facebook
Twitter
LinkedIn

ବରଗଡ: ଶ୍ରମିକଙ୍କ ଉପରେ ମାଡିଗଲା ବୋରୱେଲ ଗାଡି । ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଜଣେ ଗୁରୁତର ଥିବା ସୂଚନା । ମେଲଛାମୁଣ୍ଡା ଥାନା ବିର୍ଜାମ ଗାଁରେ ଅଭାବନୀୟ ଘଟଣା । ସମସ୍ତ ମୃତାହତ ମଧ୍ୟପ୍ରଦେଶର ହୋଇଥିବା ସୂଚନା । ସେପଟେ ଦୁର୍ଘଟଣା ସମ୍ପର୍କରେ ଖବର ପାଇ ମେଲଛାମୁଣ୍ଡା ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି । ଏହା ସହ ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରି ଡ୍ରାଇଭରକୁ ଅଟକ ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login