ପୁରୀ : ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ । ବିଶେଷକରି ସ୍ତନ୍ୟପାନ ଉପରେ ନର୍ଭରଶୀଳ ଶିଶୁ ଓ ମା ମାନଙ୍କ ପାଇଁ ବ୍ୟବସ୍ଥା ହେବ । ଏ ନେଇ ସ୍ୱତନ୍ତ୍ର ଗୃହ ଉପସ୍ଥାପନ ପାଇଁ ସ୍ଥାନ ନିରୂପଣ କରାଯାଇଥିବା ସୂଚନା । ଶ୍ରୀମନ୍ଦିର ପରିସର ଶାଖା କାର୍ଯ୍ୟାଳୟ ନିକଟରେ ସ୍ତନ୍ୟପାନ ଗୃହ ପାଇଁ ନିଷ୍ପତ୍ତି । ସ୍ତନ୍ୟପାନ ଗୃହ ପରିଚାଳନା ପାଇଁ ଜଣେ ସ୍ୱତନ୍ତ୍ର ମହିଳା ସହାୟିକା ରହିବେ । ତୁରନ୍ତ କାର୍ଯ୍ୟକାରୀ ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟ ପ୍ରଶାସକଙ୍କୁ ନିଦେ୍ର୍ଦଶ ।
Views: 74