The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ । ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା । ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସାଧାରଣ ଦର୍ଶନ । ଏଥିପାଇଁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ପ୍ରାୟ ଚାରି ଘଣ୍ଟା ପର୍ୟ୍ୟନ୍ତ ଗୁପ୍ତନୀତି ଅନୁଷ୍ଠିତ ହେବ । ଏଣୁ ଆପାତତଃ ଅପରାହ୍ନ ୨ ଘଟିକାଠାରୁ ସନ୍ଧ୍ୟା ୬ ଘଟିକା ପର୍ୟ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login