The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ଜୟଶଙ୍କର

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟଶଙ୍କର । ଓଡିଶାରେ ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେବାକୁ ଓଡିଶା ଆସିଛନ୍ତି ଜୟଶଙ୍କର । ସିଂହ ଦ୍ଵାର ନିକଟରେ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା । ଏହି ଅବସରରେ ବରିଷ୍ଠ ସେବାୟତ ପୁରୀ ଜିଲ୍ଲାପାଳ, ଏସପିଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଏହା ପୂର୍ବରୁ ସୂର୍ୟ୍ୟ ମନ୍ଦିର ବୁଲି ଦେଖିଥିଲେ ଜୟଶଙ୍କର । ପରେ ଭୁବନେଶ୍ଵର ଶାନ୍ତିସ୍ତୁପ ଧଉଳି ପରିଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି । ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଏସ ଜୟଶଙ୍କର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login