The Ultimate Managed Hosting Platform
ADVERTISEMENT

ଷ୍ଟେଟ ବାର୍ କାଉନସିଲ ସଦସ୍ୟ ନିର୍ବାଚନ ସ୍ଥଗିତ

Facebook
Twitter
LinkedIn

ଭୁବନେଶ୍ୱର : ଓଡିଶା ଷ୍ଟେଟ ବାର୍ କାଉନସିଲ ସଦସ୍ୟ ପ୍ରତିନିଧି ନିର୍ବାଚନ ସ୍ଥଗିତ । ନିର୍ବାଚନକୁ ସ୍ଥଗିତ ରଖିଲା ବାର୍ କାଉନସିଲ୍ ଅଫ ଇଣ୍ଡିଆ । ଆସନ୍ତାକାଲି ହୋଇଥାନ୍ତା ବାର୍ କାଉନସିଲ ସଦସ୍ୟ ପ୍ରତିନିଧି ନିର୍ବାଚନ ।
ନିର୍ବାଚନ ସ୍ଥଗିତ ହେବା ପରେ ପ୍ରତିକ୍ରିୟା ରଖିଲେ ଷ୍ଟେଟ ବାର୍ କାଉନସିଲ ନିର୍ବାଚିତ ସଦସ୍ୟ । ବାର୍ କାଉନସିଲ୍ ଅଫ ଇଣ୍ଡିଆର ନିଷ୍ପତ୍ତିକୁ ନିନ୍ଦା କରୁଛୁ କହିଲେ । ଖୁବ ଶୀଘ୍ର ଏହା ବିରୋଧରେ ଆଇନର ଆଶ୍ରୟ ନେବୁ । ବିସିଆଇ ଚେୟାରମ୍ୟାନଙ୍କ ନାଁରେ ମାନହାନୀ ମାମଲା ପାଇଁ ବିଚାର କରୁଛୁ । ଏ ନେଇ ସୂଚନା ଦେଇଛନ୍ତି ବରିଷ୍ଠ ବିସିଆଇ ସଦସ୍ୟ ସୈାରଚନ୍ଦ୍ର ମହାପାତ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login