The Ultimate Managed Hosting Platform
ADVERTISEMENT

ସଂସଦରେ ସୁରକ୍ଷା ଭଙ୍ଗ : ଆଉ ଜଣେ ଗିରଫ

Facebook
Twitter
LinkedIn

ନୂଆଦିଲ୍ଲୀ : ସଂସଦରେ ସୁରକ୍ଷା ଭଙ୍ଗ ମାମଲାରେ ଆଉ ଜଣେ ଗିରଫ । ଷଷ୍ଠ ଅଭିଯୁକ୍ତ ମହେଶକୁ ଗିରଫ କଲା ଦିଲ୍ଲୀ ପୋଲିସ । ଖୁବଶୀଘ୍ର ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ହାଜର କରାଯିବ । ଲୋକସଭାରେ ୨ ଜଣ ଅଜ୍ଞାତ ଯୁବକ ଦର୍ଶକ ଗ୍ୟାଲେରୀରୁ ସାଂସଦଙ୍କ ଉପରକୁ ଡେଇଁଥିଲେ । ସେମାନେ କିଛି ସ୍ପ୍ରେ କରିବା ସହିତ ସ୍ନୋକଂ ଫାୟରିଂ କରିଥିଲେ । ଏହାପରେ ସାଂସଦମାନେ ତାଙ୍କୁ କାବୁ କରିବା ପରେ ରକ୍ଷାକର୍ମୀମାନେ ସେଠାରେ ପହଞ୍ଚି ଲୁହବୁହା ଗ୍ୟାସ ପ୍ରୟୋଗ କରି ସେମାନଙ୍କୁ ଆୟତ୍ତ କରିଥିଲେ । ଆଜି ମଧ୍ୟ ସେହି ଘଟଣାରେ ସନ୍ଦିଗ୍ଧ ଯୁବକଯୁବତୀଙ୍କ ବିରୋଧରେ ୟୁଏପିଏରେ ମାମଲା ରୁଜୁ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login