The Ultimate Managed Hosting Platform
ADVERTISEMENT

ସକାଳ ୭ଟାରୁ ରାତି ୯ଟା ଯାଏଁ ବାଲି ପରିବହନ ଉପରେ କଟକଣା

Facebook
Twitter
LinkedIn

ଭୁବନେଶ୍ୱର : ସକାଳ ୭ଟାରୁ ରାତି ୯ଟା ଯାଏଁ ବାଲି ବୋଝେଇ ଗାଡି ଯା ଆସ କରିପାରିବ ନାହିଁ ବୋଲି କହିଛନ୍ତି ହାଇକୋର୍ଟ । ହାଇକୋର୍ଟରେ ବାଲିଘାଟ ମାମଲାର ଶୁଣାଣି ହୋଇଛି । ଅର୍ଥାତ ବାଲି ବୋଝେଇ ଗାଡି ରାତି ୯ଟାରୁ ସକାଳ ୭ଟା ଯାଏଁ ହିଁ ଯିବା ଆସିବା କରିପାରିବ । ମେସିନ ଦ୍ୱାରା ବାଲି ଖନନ ପ୍ରକ୍ରିୟା ହୋଇପାରିବ ନାହିଁ ବୋଲି କହିଛନ୍ତି ହାଇକୋର୍ଟ । ଏହାଛଡା ବାଲିଘାଟ ନିୟମ ଖିଲାପକାରୀଙ୍କ ବିରୁଦ୍ଧରେ କଠୋର କାର୍ୟ୍ୟାନୁଷ୍ଠା ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ପ୍ରଦୂଷଣ ଓ ରାଜସ୍ୱ ହାନି ରୋକିବା ପାଇଁ କଣ ପଦକ୍ଷେପ ନିଆଯାଇଛି ସେ ନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ଏହି ନିୟମ ଆସନ୍ତାକାଲିଠାରୁ କଡାକଡି ଭାବେ ପାଳନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login