The Ultimate Managed Hosting Platform
ADVERTISEMENT

ସଚିବଙ୍କ ଗାଡିକୁ ଅଣ୍ଡାମାଡ

Facebook
Twitter
LinkedIn

ବୈାଦ୍ଧ : ୫ଟି ସଚିବଙ୍କ ଗାଡିକୁ ଅଣ୍ଡାମାଡ । ଜିଲ୍ଲା ଷ୍ଟାଡିୟମ ମୁଖ୍ୟ ଗେଟ ନିକଟରେ କଲେ ଅଣ୍ଡାମାଡ । ସଚିବଙ୍କ ଗାଡିକୁ ଅଣ୍ଡାମାଡ କଲେ କଂଗ୍ରେସ କର୍ମୀ । ବିରୋଧୀ ପକ୍ଷର ଜଣେ କର୍ମୀଙ୍କୁ ଉଠାଇନେଲା ପୋଲିସ ।
ଦିନିକିଆ ବୈାଦ୍ଧ ଗସ୍ତରେ ଅଛନ୍ତି ୫ଟି ସଚିବ । ସେହିପରି ଆଜି ବିଜେପି ମଧ୍ୟ ବିରୋଧ କରିଛି । କଂଟାମାଲ ବ୍ଲକ ଗସ୍ତରେ ଥିବା ବେଳେ ମୁଖ୍ୟ ଫାଟକ ସମ୍ମୁଖରେ ବିଜେପିର ନେତା ଓ କର୍ମୀ କଳା ପତାକା ପଦର୍ଶନ କରିଥିଲେ । ବିଜେପି କର୍ମୀମାନେ ‘ପାଣ୍ଡିଆନ ଗୋ ବ୍ୟାକ’ ନାରା ଦେବା ସଭାସ୍ଥଳକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ । ଯେଉଁଥି ପାଇଁ ପୁଲିସ ଏବଂ ବିଜେପି କର୍ମୀ ମୁହାଁମୁହିଁ ହୋଇଥିଲା । ଏହାପୂର୍ବରୁ ଗତକାଲି ସୁବର୍ଣ୍ଣପୁରରେ ଆପ୍ କର୍ମୀ ସଚିବଙ୍କ ଗାଡିକୁ ଅଣ୍ଡାମାଡ କରିଥଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଡାକ୍ତର ରାଉଳ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞଙ୍କୁ ବେଷ୍ଟ ସର୍ଜନ ଭାବେ ରାଜ୍ୟସ୍ତରରେ ପୁରସ୍କୃତ

ଡାକ୍ତର ରାଉଳ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞଙ୍କୁ ବେଷ୍ଟ ସର୍ଜନ ଭାବେ ରାଜ୍ୟସ୍ତରରେ ପୁରସ୍କୃତ

ନବରଙ୍ଗପୁର : ବେଷ୍ଟ ସର୍ଜନ ଭାବେ ନବରଙ୍ଗପୁର ଜିଲା ଉମରକୋଟ ଉପଖଣ୍ଡ ଚିକିତ୍ସାଳୟ ର ସ୍ତ୍ରୀ ଓ ପ୍ରସୂତି ବିଭାଗ ର ଡାକ୍ତର ସୁମନ୍ତ ରାଉଳଙ୍କୁ ରାଜ୍ୟ...

ADVERTISEMENT
ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ !

ଭୁବନେଶ୍ୱର : ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ । ଏଫଏମ ମହାବିଦ୍ୟାଳୟର ଗେଟ ସମ୍ମୁଖରେ ଅଭାବନୀୟ ଘଟଣା । ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ...

Login