The Ultimate Managed Hosting Platform
ADVERTISEMENT

ସମଲେଇ ମନ୍ଦିରରେ ପହଁଚିଲା ସରିଆ ଧାନ

Facebook
Twitter
LinkedIn

ସମ୍ବଲପୁର : ନୂଆଁଖାଇ ପାଇଁ ମା ସମଲେଇ ମନ୍ଦିରରେ ପହଁଚିଲା ସରିଆ ଧାନ । ବଳବସପୁର ବେହେରା ପରିବାର ସରିଆ ଧାନ ଧରି ପହଁଚିଥିଲେ । ସମଲେଇ ମନ୍ଦିର ମୁଖ୍ୟ ପୂଜକଙ୍କୁ ପ୍ରଦାନ କରାଗଲା ସରିଆ ଧାନ । ନୂଆଖାଇ ଦିନ ସରିଆ ଧାନରୁ ପ୍ରସ୍ତୁତ ଚାଉଳରେ ନବାନ୍ନ ଲାଗି ହେବ । ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନଧାର୍ୟ୍ୟ ହୋଇଥିଲା। ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତୁଳା ଲଗ୍ନରେ ଅଗଷ୍ଟ ୨୮ (ଗୁରୁବାର) ପୂର୍ବାହ୍ଣ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଅର୍ପଣ ନିମନ୍ନେ ଲଗ୍ନଧାର୍ୟ୍ୟ କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login