ସମ୍ବଲପୁର : ସମ୍ବଲପୁରରେ ପୁଣି ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ । ମୋତିଝରଣ ଛକରୁ ୨୦୦ ମିଟର ଯାଏଁ ୧୬୩ ଧାରା ଜାରି କରିଛି । ଉଚ୍ଛେଦ ସମୟରେ ଯେମିତି କୌଣସି ବିଶୃଙ୍ଖଳା ନଘଟେ ସେଥିପାଇଁ ୧୬୩ ଧାରା ଜାରି କରାଯାଇଛି । ଭୂତାପଡ଼ା ଛକରୁ ଧନକଉଡା ଯାଏଁ ଚାଲିଛି ଜବରଦଖଲ ଉଚ୍ଛେଦ । ଏଥିପାଇଁ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି । ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ମୋତିଝରଣ ଛକରୁ ୨୦୦ ମିଟର ଯାଏଁ ୧୬୩ ଧାରା ଜାରି କରାଯାଇଛି ।
Views: 62











