The Ultimate Managed Hosting Platform
ADVERTISEMENT

ସମ୍ବିଧାନ ଦିବସରେ ପଦଯାତ୍ରା, ଯୋଗଦେଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଜାତୀୟ ସମ୍ବଧାନ ଦିବସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଭୁବନେଶ୍ୱର ଏଜି ଛକରୁ କ୍ୟାପିଟାଲ ହସ୍ପିଟାଲ ଛକ ଯାଏଁ ପଦଯାତ୍ରା । ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ କ୍ରୀଡାମନ୍ତ୍ରୀ ସାମିଲ । ସାମ୍ବିଧାନିକ ମୂଲ୍ୟବୋଧର ପ୍ରଚାର ପ୍ରସାର ସହ ସଚେତନତା ପାଇଁ ପଦଯାତ୍ରା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ଏଜି ଛକରେ ଥିବା ସମ୍ବିଧାନ ପ୍ରଣେତା ଡକ୍ଟର ବି.ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ମାଲ୍ୟାର୍ପଣ କରିଥିଲେ । ପରେ ରାଜ୍ୟବାସୀଙ୍କୁ ଉଦ୍ବୋଧନ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନୀ ଚରଣ ମାଝୀ । ସେ କହିଥିଲେ ଆଜି ଆମ ସମସ୍ତଙ୍କ ପାଇଁ ପବିତ୍ର ଦିନ । ସ୍ୱାଧିନ ଭାରତର ପୁଣ୍ୟ ଗ୍ରନ୍ଥ, ମାର୍ଗଦର୍ଶକ, ଆମ ସମ୍ବିଧାନ ।
ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ, ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କ୍ରୀଡ଼ାମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ବିଧାୟକ ବାବୁ ସିଂ ଆଦି କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login