The Ultimate Managed Hosting Platform
ADVERTISEMENT

ସମ୍ବିଧାନ ମୁଖବନ୍ଧରୁ ଦୁଇ ଶବ୍ଦ ବାଦ ପ୍ରସଙ୍ଗରେ ନବୀନ କଲେ ସରକାରଙ୍କୁ ସମାଲୋଚନା

Facebook
Twitter
LinkedIn

ଭୁବେନଶ୍ବର : ସମ୍ବିଧାନ ଦିବସ ଅବସରରେ ବିଧାନସଭାରେ ସମ୍ବିଧାନ ମୁଖବନ୍ଧରୁ ରାଜ୍ୟ ସରକାର ଦୁଇ ଶବ୍ଦ ଧର୍ମ ନିରପେକ୍ଷ ଓ ସମାଜବାଦ ଶବ୍ଦକୁ ବାଦ ଦିଆଯିବା ପ୍ରସଙ୍ଗ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି ସରକାର ଏଭଳି କରି ଗୁରୁତର ତ୍ରୁଟି କରିଛନ୍ତି। ଏହା ଅକ୍ଷମଣୀୟ ଭୁଲ। ଏହି ଦୁଇ ଶବ୍ଦ ସମ୍ବିଧାନରେ ରହିବା ଆବଶ୍ୟକ। ଭାରତ ଏକ ଧର୍ମ ନିରପେକ୍ଷ ରାଷ୍ଟ୍ର। ଏଭଳି ତ୍ରୁଟିରୁ ସରକାର ଦୂରରେ ରହିବା ଆବଶ୍ୟକ ବୋଲି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login