The Ultimate Managed Hosting Platform
ADVERTISEMENT

ସରିବ ୧୦ ଦିନ ଧରି ଚାଲିଥିବା ସରିବ ଐତିହାସିକ ବାଲିଯାତ୍ରା

Facebook
Twitter
LinkedIn

ଗୁରୁବାର ଉଦ୍‌ଯାପିତ ହେବାକୁ ଯାଉଛି କଟକର ଐତିହାସିକ ବାଲିଯାତ୍ରା । ଗଲା ୮ ତାରିଖ, କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ବୁଧବାର ଦିନ ଶେଷ ହେବାକୁ ଥିବା ବେଳେ ପ୍ରଶାସନିକ ନିଷ୍ପତ୍ତି କ୍ରମେ ଏହାକୁ ଗୋଟିଏ ଦିନ ବୃଦ୍ଧି କରାଯାଇଥିଲା । କୋଭିଡ କଟକଣା ଯୋଗୁଁ ୨ ବର୍ଷ ପରେ ବାଲିଯାତ୍ରା ଆୟୋଜନ ହୋଇଥିବାରୁ ଏବର୍ଷ ନାହିଁନଥିବା ଭିଡ ଦେଖିବାକୁ ମିଳିଛି । ଉଦ୍ ଯାପନୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋାଦିଙ୍କ ସମ୍ବୋଧନ । ପରାଜୟର ନିରାଶାରୁ ବିରୋଧିଙ୍କୁ ବାହାରିବାକୁ ଅପିଲ କଲେ ମୋଦି ।କିଛି ବିରୋଧୀ ଦଳ...

ADVERTISEMENT

Login