The Ultimate Managed Hosting Platform
ADVERTISEMENT

ସରିଲା ମହାପ୍ରଭୁଙ୍କ ରଥର ଗୁଜ ଅନୁକୂଳ, ରଥଖଳା ଏବେ ଚଳଚଞ୍ଚଳ

Facebook
Twitter
LinkedIn

ପୁରୀ : ଏବେ ଚଳଚଞ୍ଚଳ ହୋଇଛି ରଥଖଳା । ନିର୍ମାଣ ଚାଲିଛି ମହାପ୍ରଭୁଙ୍କ ରଥ କାମ । ଗତକାଲି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ ଅବସରରେ ରଥ ନିର୍ମାଣ ପରମ୍ପରାର କୋଣଗୁଜ ଅନୁକୂଳ ହୋଇଥିଲା । ଶ୍ରୀଜିଉମାନଙ୍କର ଯାତଭୋଗ ସରିବା ପରେ ତୁଳସୀ ମାଳ ଓ ଫଳକ ଅନାବରଣ କରି ରୂପକାର ସେବକମାନେ ଗୁଜ ଅନୁକୂଳ କରିଛନ୍ତି । ରୂପକାର ସେବକମାନେ ଧଉରା ଓ ଅସନ କାଠରେ ଗୁଜ ନିର୍ମାଣର ଶୁଭାରମ୍ଭ କରିଛନ୍ତି । ଭୋଇ ସେବକମାନେ ୧୨ ଫୁଟିଆ କାଠ ଆଣି ରଥ ଖଳାରେ ରଖିବା ପରେ ବିଶ୍ୱକର୍ମା ମହାରଣା ମାନେ ବାର୍ଷିରେ ଚୌପଟ କରି ରୂପକାର ସେବକଙ୍କୁ ଯୋଗାଇଥିଲେ । ଗୁଜ ଜଳଯନ୍ତ୍ର ଓ ଗୁଡୁକା ଆଦି ତିଆରି ହେବା ପରେ ରୂପକାରମାନେ ଗୁଜରେ ନୃସିଂହଙ୍କ ମୂର୍ତ୍ତି ନିର୍ମାଣ ଆରମ୍ଭ କରିଛନ୍ତି କ୍ଷ ବିଧିବଦ୍ଧ ଭାବେ ରୂପକାର ସେବକମାନେ ରଥ ଖଳାରେ ଯୋଗଦାନ କରି କାର୍ୟ୍ୟ ଆରମ୍ବ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login