The Ultimate Managed Hosting Platform
ADVERTISEMENT

ସର୍ଟ ସର୍କିଟ ଯୋଗୁଁ ଇଲେକ୍ଟ୍ରି ଦୋକାନରେ ଲାଗିଲା ନିଆଁ

Facebook
Twitter
LinkedIn

କଟକ : ସର୍ଟ ସର୍କିଟ୍ ଯୋଗୁ ଏକ ଇଲେକ୍ଟ୍ରି ଦୋକାନରେ ଲାଗିଲା ନିଆଁ । କଟକ ବକ୍ସିବଜାର ମଣିସାହୁ ଛକରେ ଭୟାବହ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ । ସୂଚନା ଅନୁସାରେ କଟକ ବକ୍ସି ବଜାର ମଣିସାହୁ ଛକ ନିକଟସ୍ଥ ଏକ ଇଲକ୍ଟ୍ରୋନିକ ମରାମତି ଦୋକାନରେ ଅଗ୍ନିକାଣ୍ଡ ଘଟିଛି । ଫ୍ରିଜ, ୱାସିଂମେସିନ, କୁଲର ସଜଡା ଦୋକାନରେ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ଅନେକ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ଟିମ ପହଁଚି ନିଆଁକୁ ଆୟତ୍ତ କରିଥିବା ବେଳେ ଏଯାବତ ନିଆଁ ଲିଭା କାର୍ୟ୍ୟ ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login